୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୨୧୧୦ ଜଣ କରୋନା ପଜିଟିଭ

0

ଭୁବନେଶ୍ବର: କିଛି ଦିନ ପରେ ପୁଣି ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ପୁଣିଥରେ ଉପରମୁୌଁ ହେଉଛି କରୋନା ସଂକ୍ରମଣ ଗ୍ରାଫ୍‌ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୨୧୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧୩ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୯୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୭ ହଜାର ୮୫୯ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Leave A Reply

Your email address will not be published.