ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର,ମୃତ୍ୟୁର କାରଣ ଅସ୍ପଷ୍ଟ

0

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତଗର୍ତ ସବ ରେଜିଷ୍ଟର ଅଫିସ ସମ୍ମୁଖରେ ଅଜଣା ମୃତ ଦେହ ପଡିରହିଛି । ମୃତକଙ୍କ ପରିଚୟ ଏଯାଏ ମିଳିପାରିନଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଅନ୍ୟପଟେ କିଭଳି ମୃତ୍ୟୁ ଘଟିଲା ତାହା  ପୋଲିସ ତଦନ୍ତ  କରୁଛି। ମୃତଦେହ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁ ର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।

Leave A Reply

Your email address will not be published.