ଆସନ୍ତା ୨୪ ଘଣ୍ଟାରେ ୨୦ ଜିଲାରେ ବଜ୍ରପାତ ସମ୍ଭାବନା

0

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ପାଇଁ ୨୦ ଜିଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଜିଲା ଗୁଡିକ ହେଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଦେବଗଡ, ସୁନ୍ଦରଗଡ, ଖୋର୍ଦ୍ଧା, କଟକ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ସମ୍ବଳପୁର, ବୌଦ୍ଧ, ବାଲେଶ୍ବର, ଭଦ୍ରକ,କେନ୍ଦ୍ରାପଡା, ଜଗତସିଂହପୁର, ସୁନ୍ଦରଗଡ, ମୟୂରଭଞ୍ଜ, ଯାଜପୁର । ଏହି ଜିଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୯ ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.