ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି

ଭଦ୍ରକ,: ଭଦ୍ରକ ଜିଲ୍ଲାକୁ ଗ୍ରସ୍ତରେ ଆସି ବିଭିନ୍ନ ଅଞ୍ଚଳକୁ ଯାଇ ଚାଷ ଜମି ବୁଲି ଦେଖିଛନ୍ତି ବିଜେପି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ । ଚାଷୀଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି ।

ବର ୯୦ କୁ କନ୍ୟା ୭୫

ରାମପୁର  : ଉତ୍ତର ପ୍ରଦେଶ ରାମପୁର ଜିଲ୍ଲାରେ ୯୦ ବର୍ଷ ବୟସ୍କ ରଫି ଅହମଦ ୭୫ ବର୍ଷ ବୟସ୍କା ଆରଫାଙ୍କୁ ବିବାହ କରିଛନ୍ତି। ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି କରାଯାଇଛି ।

୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ହମିରପୁରରେ ଚାଞ୍ଚଲ୍ୟ । ୧୧ ବର୍ଷର ଶିଶୁକୁ ବିଭତ୍ସ ପରେ ଫିଙ୍ଗି ଦିଆଯାଇଥିବା ଘଟଣା ଏବେ ଚର୍ଚ୍ଚା ହେଉଛି । ଆଉ ଏହି ହତ୍ୟା ପୁଣି ଜଣେ ସାଙ୍ଗକୁ ଆଉ ଜଣେ ସାଙ୍ଗ କରିଛି ।

ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା

ପୋଲସରା : ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ଷୋଡକ ଗ୍ରାମ ପଞ୍ଚାୟତ ସାହିରେ ଘଟିଛି ଅଘଟଣ । ମାତ୍ର ୪ ମାସ ତଳେ ବିବାହ କରିଥିବା ସ୍ତ୍ରୀକୁ ହତ୍ୟା କରି ସ୍ବାମୀ ନିଜେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି।

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୨ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ,  :ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି ।

ଆମ୍ବୁଲାନ୍ସକୁ ଧକ୍କା ଦେଲା ବାଇକ୍

ସମ୍ବଲପୁର,  : ସମ୍ବଲପୁର  ବୁର୍ଲା ପିସି ବ୍ରିଜ ନିକଟ ବୁର୍ଲା ଏଣ୍ଟ୍ରି ପଏଣ୍ଟରେ ଦୁର୍ଘଟଣା ।  ଆମ୍ବୁଲାନ୍ସକୁ ଧକ୍କା ଦେଲା ବାଇକ୍ | ଏଥିରେ ୨ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି ।

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୮୦୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।