ରାଉରକେଲା : ରାଉରକେଲାରେ ପୁଣି ବଡ ଧରଣର ଜିଏସ୍ଟି ଠକେଇ ଅଭିଯୋଗ ହୋଇଛି । ୮୦ କୋଟି ଟଙ୍କାର ଜିଏସ୍ଟି ଠକେଇ କରିଥିବା ବସନ୍ତ କୁମାର ପଟ୍ଟନାୟକଙ୍କୁ ଗିରଫ କରାଯାଇଛି । ଭୁବନେଶ୍ବରରୁ ବସନ୍ତଙ୍କୁ ଗିରଫ କରିଛି ରାଉରକେଲା ଜିଏସ୍ଟି ଟିମ୍ । ରାଜ୍ୟର ବିଭିନ୍ନ ସ୍ଥାନରେ ଫେକ୍ କମ୍ପାନୀ ଖୋଲି ୮୦ କୋଟି ଟଙ୍କାର ଜିଏସ୍ଟି ଫାଙ୍କି ଫେରାର ଥିଲେ ବସନ୍ତ ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା