ବାଲେଶ୍ବର : ସିମୁଳିଆ ଥାନା କହ୍ନେଇଁବିନ୍ଧା ଗାଁରେ ଅଘଟଣ । ଧାନ ବିଲରେ କାମ କରୁଥିବା ବେଳେ ବ୍ରଜପାତ । ଦୁଃଖଦ ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ୨ ଜଶ ଶ୍ରମିକ କାମ କରିବା ପାଇଁ ମୟୂରଭଞ୍ଜରୁ ସିମୁଳିଆ ସ୍ଥିତ କହ୍ନେଇଁବିନ୍ଧା ଗାଁକୁ ଆସିଥିଲେ । ତେବେ ଜମିରେ କାମ କରୁଥିବା ସମୟରେ ହିଁ ବ୍ରଜପାତ ହୋଇଥିଲା । ଉଭୟଙ୍କୁ ହସ୍ପିଟାଲ ନିଆଯାଇଥିଲେ ସୁଦ୍ଧା ଡାକ୍ତର ମୃତ ଘୋଷଣା କରିଛନ୍ତି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା