ଭୁବନେଶ୍ଵର, : ଭୁବନେଶ୍ୱର ତୋଷାଳୀ ଭବନରେ ଅଗ୍ନିକାଣ୍ଡ। ରାଜ୍ୟ ମାନବାଧିକାର ଆୟୁକ୍ତଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ କଳ୍ପନା ଅଗ୍ନିଶମ ବାହିନୀ ପହଁଚି ନିଆଁ ଲିବାଇବା କାର୍ଯ୍ୟ ଜାରି ରଖିଛି। ଏସିର ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ତେବେ ବଡ଼ ଧରଣର ଅଗ୍ନିକାଣ୍ଡରୁ ବର୍ତ୍ତିଯାଇଛି ତୋଷାଳି ଭବନ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା