ଭୁବନେଶ୍ବର : ବିଜେବି କଲେଜରେ ଉତ୍ତେଜନା । ଦୁଇ ହଷ୍ଟେଲ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ଓ ମାରପିଟ୍ ହୋଇଛି । ହଷ୍ଟେଲରେ ଭଙ୍ଗାରୁଜା ବି କରିଛନ୍ତି ଛାତ୍ର । ଫଳରେ ଉଭୟ ହଷ୍ଟେଲର ୧୫ରୁ ଉର୍ଦ୍ଧ୍ବ ଛାତ୍ର ଆହତ ହୋଇଛନ୍ତି ।ସାମାନ୍ୟ କଥାକୁ ନେଇ ଖାରବେଳ ଓ ଆମ୍ବେଦକର ହଷ୍ଟେଲ ଛାତ୍ରଙ୍କ ମଧ୍ୟରେ ମାରପିଟ୍ ଲାଗିଥିଲା । ଫଳରେ କଲେଜ ପରିସରରେ ଉତ୍ତେଜନା ଦେଖାଦେଇଛି । ଖବର ପାଇ ଘଟଣାସ୍ଥଳରେ ବଡଗଡ ପୋଲିସ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛି ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା