Browsing Category

ଶି‍କ୍ଷା ଓ ନିଯୁକ୍ତି

ଡାକ୍ତରୀ ପଢିବାକୁ ଇଚ୍ଛୁକ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା

ନୂଆଦିଲ୍ଲୀ : ଡାକ୍ତରୀ ପଢିବାକୁ ଇଚ୍ଛୁକ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି ମୋଦି ସରକାର । ଅନ୍ୟାନ୍ୟ ପଛୁଆ ବର୍ଗ (OBC) ଏବଂ ଆର୍ଥିକ ଅନଗ୍ରସର ବର୍ଗ(EWS)ଙ୍କ ପାଇଁ ନୂଆ ଆରକ୍ଷଣ ନିୟମ ଲାଗୁ କରାଯାଇଛି ।

କାଲିଠୁ ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା

କଟକ : ଆସନ୍ତାକାଲି ଅଫଲାଇନ୍‌ ମାଟ୍ରିକ୍ ପରୀକ୍ଷା । ମୋଟ୍ ୬ ହଜାର ୫ ଶହ ୯୭ ପରୀକ୍ଷାର୍ଥୀ ଦେବେ ରେଗୁଲାର ପରୀକ୍ଷା । ମଧ୍ୟମା ଏବଂ ଓପନ୍ ସ୍କୁଲକୁ ମିଶାଇ ୧୫ ହଜାର ୧୫୧ ଜଣ ଦେବେ ପରୀକ୍ଷା ।

ଜୁଲାଇ ୩୧ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ

ଭୁବନେଶ୍ଵର : ଜୁଲାଇ ୩୧ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ। ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ ରେଜଲ୍ଟ। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ  ବୁଧବାର ସୂଚନା ଦିଆଯାଇଛି।  

୩୦ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି

ଭୁବନେଶ୍ୱର : ବିଜୁ ଜନତା ଦଳର ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ । ୩୦ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି । ସମସ୍ତ ୩୦ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ଚଳିତ ବର୍ଷ ଅନ୍‌ଲାଇନ୍ ରେ ହେବ ୟୁଜି ଓ ପିଜି ପରୀକ୍ଷା

ଭୁବନେଶ୍ୱର,: ଆଜି ୟୁଜି(ସ୍ନାତକ) ଓ ପିଜି(ସ୍ନାତକୋତ୍ତର)କୁ ନେଇ ବଡ଼ ଘୋଷଣା ହୋଇଛି। ଚଳିତ ବର୍ଷ ଅନ୍‌ଲାଇନ୍ ପରୀକ୍ଷା ନେଇ କୁଳପତିମାନଙ୍କ ସହ ବୈଠକରେ ହେବା ଏପରି ନିଷ୍ପତ୍ତି ନିଆଯାଇଛି।

ଜୁନ୍‌ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର : ଅପେକ୍ଷାର ଅନ୍ତ । ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।

ଦ୍ୱାଦଶ ଶ୍ରେଣୀ ମାର୍କ ଦାଖଲ ତାରିଖ ବଢ଼ାଇଲା ବୋର୍ଡ

ନୂଆଦିଲ୍ଲୀ: ସିବିଏସ୍ଇ ଦ୍ୱାଦଶ ପରୀକ୍ଷାର ଫଳାଫଳ ମୂଲ୍ୟାଙ୍କନ ପ୍ରକ୍ରିୟା ବଦଳାଇଲା ବୋର୍ଡ | ଏହା ସହ ପରୀକ୍ଷାର ଫଳାଫଳ ଦାଖଲ ପାଇଁ ତାରିଖ ବୃଦ୍ଧି କରିଛି ବୋର୍ଡ |

ଯୁକ୍ତ ୨ ମୂଲ୍ୟାୟନ ପାଇଁ ଗଠନ ହେଲା ୧୪ ଜଣିଆ ବିଶେଷଜ୍ଞ କମିଟି

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦେଖି ଗତକାଲି ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ୍‌ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଫଳରେ CHSE ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଦୂର ହୋଇଥିଲା।

ବାତିଲ ହେଲା ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର: ବାତିଲ ହେଲା ଦ୍ୱାଦଶ ଶ୍ରେଣୀ ବା ଯୁକ୍ତ ଦୁଇ ପରୀକ୍ଷା। ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କଲେ ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।