Browsing Category

ଓଡ଼ିଶା

ଆମ୍ବୁଲାନ୍ସକୁ ଧକ୍କା ଦେଲା ବାଇକ୍

ସମ୍ବଲପୁର,  : ସମ୍ବଲପୁର  ବୁର୍ଲା ପିସି ବ୍ରିଜ ନିକଟ ବୁର୍ଲା ଏଣ୍ଟ୍ରି ପଏଣ୍ଟରେ ଦୁର୍ଘଟଣା ।  ଆମ୍ବୁଲାନ୍ସକୁ ଧକ୍କା ଦେଲା ବାଇକ୍ | ଏଥିରେ ୨ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି ।

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୮୦୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ରାଜ୍ୟରେ କରୋନା ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ୱର  : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ୮୦୫ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ରାଜ୍ୟରେ କରୋନା ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ୱର  : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ୮୦୫ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୪୭କୁ…

ଗତ ୨୪ ଘଣ୍ଟା ମଧ୍ୟରେ ୮୦୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ…

କାର୍‌ ଧକ୍କାରେ କନେଷ୍ଟବଳ ମୃତ

ବାଙ୍କି : କାର୍‌ ଧକ୍କାରେ କନେଷ୍ଟବଳ ମୃତ । ବାଙ୍କିରେ କଇମୁଣ୍ଡି ଫାଣ୍ଡି ରାସ୍ତା ନିକଟରେ ଘଟିଛି ଦୁର୍ଘଟଣା । ମୃତକ ରମେଶ ପରିଡ଼ା । ସେ ବାଙ୍କି ଥାନା କଇମୁଣ୍ଡା ଫାଣ୍ଡିରେ କନେଷ୍ଟବଳ ଭାବେ କାର୍ଯ୍ୟରତ ଥିଲେ ।

ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର,: ଦାନା ବାନ୍ଧୁଛି ଲଘୁଚାପ । ଉତ୍ତର ପୂର୍ବ ଓ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ଭିତରେ ଉତ୍ତର ଓ ନିକଟବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ବଢ଼ିବ…