Browsing Category

ଦେବଗଡ଼

ଡାଳରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଦେବଗଡ : ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଦେବଗଡ ଥାନା ଅନ୍ତର୍ଗତ ସୁଗୁଡା ଗ୍ରାମର କନ୍ଧ ସାହି ନାଳଖଣ୍ଡିରୁ ଜଣେ ଯୁବକଙ୍କ ମୃତଦେହ ଗଛରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି ।