Browsing Category

ମାଲକାନଗିରି

ଯବାନଙ୍କ ଗୁଳିରେ ଜଣେ ନକ୍ସଲ ନିହତ

ମାଲକାନଗିରି : ନକ୍ସଲ-ସୁରକ୍ଷାକର୍ମୀ ଗୁଳିବିନିମୟ । ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାର ଚିନ୍ତାଗୁଫା ଅଞ୍ଚଳରେ ଗୁଳିବିନିମୟ ଜାରି ରହିଛି । ଏହି ଏନ୍‌କାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି ।

ନକ୍ସଲ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ

ମାଲକାନଗିରି, : ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା ଅମଦେଇ ଘାଟିରେ ପୁଣି ମାଓ ହିଂସା। ନକ୍ସଲ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ଶହୀଦ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି।

ଛତିଶଗଡ଼ର ଭେରମଗଡ଼ ଜଙ୍ଗଲରେ ପୁଲିସ ଏବଂ ନକ୍ସଲ ଗୁଳି ବିନିମୟ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଭେରମଗଡ଼ ଜଙ୍ଗଲରେ ପୁଲିସ ଏବଂ ନକ୍ସଲ ମଧ୍ୟରେ ଆଜି ସନ୍ଧ୍ୟାରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ ତିନି ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି।

ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର

ଚିତ୍ରକୋଣ୍ଡା:ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ଗୁଣ୍ଠାୱାଡା ପଞ୍ଚାୟତର ଦିଶାରୀଗୁଡ଼ା ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା ।

ବଢିଲା ପେଟ୍ରୋଲ, ଡିଜେଲ ଦର

ଭୁବନେଶ୍ବର : ଦେଶରେ ତେଲଦର ବୃଦ୍ଧିରେ ବିରାମ ଲାଗୁନାହିଁ ।  ତେଲ କମ୍ପାନିମାନେ ଆଜି ପୁଣିଥରେ ପେଟ୍ରୋଲ ଲିଟର ପିଛା ୨୮ ରୁ ୨୯ ପଇସା ଓ ଡିଜେଲ ଲିଟର ପିଛା ୩୦ରୁ ୩୧ ପଇସା ବୃଦ୍ଧି କରିଛନ୍ତି ।

ମାଲକାନଗିରି ଜିଲ୍ଲାରେ ସେଞ୍ଚୁରି ମାରିଛି ପେଟ୍ରୋଲ ଦର,କାଲିମେଳାରେ ୧୦୧ ଟଙ୍କା ୦୧ ପଇସା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ସେଞ୍ଚୁରି ମାରିଛି ପେଟ୍ରୋଲ ଦର । ଜିଲ୍ଲାରେ ପେଟ୍ରୋଲ ୧୦୦ ଟଙ୍କା ୮ ପଇସା ଥିବା ବେଳେ ଡିଜେଲ ୯୭ ଟଙ୍କା ୭୪ ପଇସା ରହିଛି । ସେହିପରି କାଲିମେଳାରେ ପେଟ୍ରୋଲ ୧୦୧ ଟଙ୍କା ୦୧ ପଇସା ଥିବା ବେଳେ ଡିଜେଲ ୯୮ଟଙ୍କା ୫୮ ପଇସା ରହିଛି ।

୩ ଶିଶୁ ଶ୍ରମିକଙ୍କୁ ଆନ୍ଧ୍ରକୁ ଚାଲାଣ ବେଳ ସୀମାନ୍ତ ମୋଟୁରୁ ଉଦ୍ଧାର କଲା ପୁଲିସ

ମାଲକାନଗିରି:  ଆନ୍ଧ୍ରପ୍ରଦେଶକୁ ଶିଶୁଶ୍ରମିକ ଭାବେ ୩ ଜଣ ନାବାଳିକାଙ୍କୁ ଜଣେ ଦଲାଲ ଚାଲାଣ କରୁଥିବା ବେଳେ ସୀମାନ୍ତ ମୋଟୁରୁ ସେମାନଙ୍କୁ ପୁଲିସ ଉଦ୍ଧାର କରିଛି।

ମାଲକାନଗିରି : ମାଲିକକୁ ହତ୍ୟା କଲା ଗଞ୍ଜା

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନାରେ ଦୁଃଖଦ ତଥା ଚକିତ କଲା ଭଳି ଘଟଣା ଘଟିଛି। ଲଢ଼େଇ ପାଇଁ ପ୍ରସ୍ତୁତ ହେଉଥିବା ଗୋଟିଏ ଗଞ୍ଜା ନିଜ ମାଲିକକୁ ହତ୍ୟା କରିଛି। ଏହି ଘଟଣାରେ ପୁଲିସ ଗୋଟିଏ ମାମଲା ରୁଜୁ କରିବା ସହ ଗଞ୍ଜାକୁ ଅଟକ ରଖିଛି।