Browsing Category

ସମ୍ବଲପୁର

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍

ସମ୍ବଲପୁର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ । ବର୍ତ୍ତମାନ ୧୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ଜାରି ରହିଛି।ଉପରମୁଣ୍ଡରେ ବର୍ଷା କରିଥିବାରୁ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୯୯ କ୍ୟୁସେନକ ପାଣି ପ୍ରବେଶ କରୁଛି।

ଯୁବକଙ୍କୁ ନିର୍ମମ ହତ୍ୟା

ସମ୍ବଲପୁର,: ଯୁବକଙ୍କୁ ନିର୍ମମ ହତ୍ୟା । ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ । ଏପରି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ଧନୁପାଲି ଥାନା ଗୋବିନ୍ଦତୋଲା ଅଞ୍ଚଳରେ ।

ଟ୍ରକ କାର ମୁହାଁମୁହିଁ ଧକ୍କା :୨ଜଣଙ୍କ ମୃତ୍ୟୁ

ସମ୍ବଲପୁର : ଟ୍ରକ – କାର ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।   

ହୋଟେଲର ପାର୍କିଂ ସ୍ଥଳରେ ଅଗ୍ନିକାଣ୍ଡ

ସମ୍ବଲପୁର : ସମ୍ବଲପୁରର ଏକ ହୋଟେଲର ପାର୍କିଂ ସ୍ଥଳରେ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବାହିନୀ କର୍ମଚାରୀ । ସମ୍ବଲପୁର ଲକ୍ଷ୍ମୀ ଟକିଜ୍ ନିକଟସ୍ଥ ଶୁଭମ୍ ହୋଟେଲର ପାର୍କିଂ ସ୍ଥଳରେ ହଠାତ୍ ନିଆଁ ଲାଗିଯାଇଥିଲା ।

ଗୋଷ୍ଠୀ ସଂଘର୍ଷ ବେଳେ ବୁଲିଲା ବନ୍ଧୁକ

ସମ୍ବଲପୁର: ଜମିବାଡ଼ିକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ବେଳେ ବୁଲିଲା ବନ୍ଧୁକ। ବନ୍ଧୁକ ବୁଲାଇଲେ ଜଣେ ଶିକ୍ଷକଙ୍କ ପୁଅ। ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏକ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ସମ୍ବଲପୁର ସହରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା।

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍

ସମ୍ବଲପୁର : ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍ । ଛଡାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ । ଜଳଭଣ୍ଡାରରେ କ୍ରମାଗତ ଭାବେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବା ନେଇ ନିଷ୍ପତ୍ତି ନେଇଥିଲେ ଡ୍ୟାମ୍ କର୍ତ୍ତୃପକ୍ଷ । ପ୍ରଥମେ ୭ ନମ୍ବର ଗେଟ୍ ଖୋଲିଥିବା ବେଳେ ପର୍ଯ୍ୟାୟକ୍ରମେ ୨ଟି ଗେଟ୍ ଖୋଲିବ ।

ଆଜି ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ କରାଯିବ ବର୍ଷର ପ୍ରଥମ ବନ୍ଯାଜଳ

ସମ୍ବଲପୁର : ଆଜି ସକାଳ ୧୧ଟାରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ଯାଜଳ ନିଷ୍କାସନ କରାଯିବ । ଏନେଇ ତଳମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସ୍.ପି.ଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ତେବେ ଜଳସ୍ତର କ୍ରମାଗତ ଭାବରେ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି…