ଭୁବନେଶ୍ବର : ଆସନ୍ତା ଏପ୍ରିଲ ୩୦ ପରେ ନବମ ଶ୍ରେଣୀ ପରୀକ୍ଷା ନିଷ୍ପତ୍ତି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ ସୂଚନା ଦେଇଛନ୍ତ। ସେ କହିଛନ୍ତି, ସରକାର ଚାହାଁନ୍ତି ନବମ ଶ୍ରେଣୀ ଛାତ୍ରଛାତ୍ରୀମାନେ ବାର୍ଷିକ ପରୀକ୍ଷା ଦିଅନ୍ତୁ। ସରକାର ମଧ୍ୟ ପ୍ରସ୍ତୁତ ଅଛନ୍ତି। କିନ୍ତୁ କରୋନା ପାଇଁ ଏପ୍ରିଲ ୩୦ ଯାଏ ବନ୍ଦ ରହିଛି ପାଠପଢ଼ା। ନବମ ଶ୍ରେଣୀର କୋର୍ସ ପ୍ରାୟତଃ ଶେଷ ହୋଇଛି । ସବୁ କୋର୍ସ ସରିନି । ୩୦ ପରେ ଦ୍ୱିତୀୟ ଲହରର ସ୍ଥିତି ଦେଖି ପରୀକ୍ଷା ନିଷ୍ପତ୍ତି ନିଆଯିବ।
ପରୀକ୍ଷା ପୂର୍ବରୁ କିମ୍ବା ଦେଉଥିବା ସମୟରେ ଛାତ୍ରଛାତ୍ରୀ କୋଭିଡ ଆକ୍ରାନ୍ତ ହେଲେ ସେମାନଙ୍କୁ ବିକଳ୍ପ ବ୍ୟବସ୍ଥା ଜରିଆରେ ମାର୍କ ଦେବାକୁ ସିବିଏସଇ ନିଷ୍ପତ୍ତି ନେଇଛି। ମହାମାରୀ ସମୟରେ ଛାତ୍ରଛାତ୍ରୀଙ୍କର ଯେପରି ଗୋଟିଏ ବର୍ଷ ନଷ୍ଟ ନ ହୁଏ ସେଥିଲାଗି ଏହି ପଦକ୍ଷେପ ନେଇଛି ସିବିଏସଇ। ଆମେ ଏହାକୁ ଅନୁଧ୍ୟାନ କରିବୁ। ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।
ଇଡବ୍ଲୁଏସ୍ କୋଟା ୱେବସାଇଟରେ ଏଯାଏ କିଛି ଘରୋଇ ସ୍କୁଲ ପଞ୍ଜିକରଣ କରିନାହାନ୍ତି। ସେଥିଲାଗି ସ୍କୁଲ ପଞ୍ଜିକରଣ ଅବଧିକୁ ଏପ୍ରିଲ ୨୩ ଯାଏ ବଢ଼ାଗଲା। ସେହିକ୍ରମରେ ଆର୍ଥିକ ଅନଗ୍ରସର ଵର୍ଗ ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ ତାରିଖ ଏପ୍ରିଲ ୩୦କୁ ବୃଦ୍ଧି କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତ।।
ତାଜା ଖବର
- Copine avance obese ensuite salope en francais escort aurait obtient distance cette embrasse en surfant sur douai
- Your own guide to Earnings-Contingent Installment Package (ICR)
- Taimi: incontri verso lesbiche facili e sicuri
- Is Google Assistant the smart assistant for you?
- Step three: Conserve to own a downpayment
- Con l’applicazione Badoo verso dispositivi arredamento, i servizi del abile sito di incontri sinon trasferiscono riguardo a smartphone ancora tablet
- A Solution for Remote Control From iPads and iPhones
- The dating reached its boiling-point in the “The brand new Hobbit” immediately after Butters refuted Wendy’s buddy, Lisa Berger, because of the calling the woman “fat”
- Understanding the Dynamics of Texting in Relationships
- Meet a community Connection on the Proper Ecosystem