ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୪୦ ଜଣ କରୋନା ସଂକ୍ରମିତ ଚିହ୍ନଟ

0

ଭୁବନେଶ୍ୱର: ଓଡ଼ିଶାରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୪୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨୨ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୪୯ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯ ହଜାର ୮୦୦ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍

Leave A Reply

Your email address will not be published.