ଭୁବନେଶ୍ୱର : ଆଜି ପବିତ୍ର ହୋଲି ପର୍ବ। ଶୁଭେଚ୍ଛା ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରନ୍ତୁ। କୋଭିଡ୍ ଠାରୁ ଦୂରେଇ ରହିବା ପାଇଁ ନିୟମର କଡ଼ାକଡ଼ି ପାଳନ ସମସ୍ତଙ୍କର ସଂକଳ୍ପ ହେଉ ବୋଲି ମୁଖ୍ୟମନ୍ତ୍ରୀ ହୋଲି ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି।
ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରନ୍ତୁ। କୋଭିଡଠାରୁ ଦୂରେଇ ରହିବା ପାଇଁ ନିୟମର କଡ଼ାକଡ଼ି ପାଳନ ସମସ୍ତଙ୍କର ସଙ୍କଳ୍ପ ହେଉ। #HappyHoli pic.twitter.com/yH5aMCIZSY
— Naveen Patnaik (@Naveen_Odisha) March 29, 2021