ନୀଳଗିରି : ବାଲେଶ୍ବର ଜିଲ୍ଲା ଔପଦା ବ୍ଲକ୍ କମ୍ଭାରପାଳ ନିକଔଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତାରେ ଯାଉଥିବା ବେଳେ ମା-ପୁଅଙ୍କ ଉପରେ ଚଢିଗଲା ଟ୍ରକ । ଘଟଣା ସ୍ଥଳରେ ହିଁ ଉଭୟଙ୍କର ମୃତ୍ୟୁ ଘଟିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା