ନୂଆଦିଲ୍ଲୀ : ଆଜି ଆସିବ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଫଳାଫଳ । ମଧ୍ୟାହ୍ନ ୧୨ଟାରେ ଘୋଷଣା ହେବ ରେଜଲ୍ଟ । cbseresults.nic.in ଓ୍ୱେବସାଇଟରେ ଉପଲବ୍ଧ ହେବ ରୋଜଲ୍ଟ । ଏଗୁଡିକ ବ୍ୟତୀତ ସମସ୍ତ ପଞ୍ଜୀକୃତ ପ୍ରାର୍ଥୀଙ୍କ ପାଇଁ IVS, SMS, Digilocker ଏବଂ UMANG ଆପରେ ମଧ୍ୟ ଫଳାଫଳ ଉପଲବ୍ଧ ହେବ । ପ୍ରାର୍ଥୀମାନେ ମଧ୍ୟ CBSE Digilocker ୱେବସାଇଟ୍, digilocker.gov.in କୁ ଲଗ୍ ଇନ୍ କରି ସେମାନଙ୍କର ରେଜଲ୍ଟ ଜାଣିପାରିବେ । ଏହାସହ ମାର୍କ ସିଟ୍ ଏବଂ ସାର୍ଟିଫିକେଟ୍ ମଧ୍ୟ ପାଇପାରିବେ । ତେବେ ଯେଉଁମାନେ ମୂଲ୍ୟାଙ୍କନ ପଦ୍ଧତିରେ ଖୁସି ନୁହଁନ୍ତି । ସେମାନେ ଅଫଲାଇନ ଜରିଆରେ ଶାରୀରିକ ପରୀକ୍ଷା ଦେଇପାରିବେ । COVID-19 ସ୍ଥିତି ସୁଧାରିବା ପରେ ଏନେଇ ନିଷ୍ପତ୍ତି ନିଆଯିବ ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା