ଭୁବନେଶ୍ବର: ରାଜ୍ୟର ୧୨ ଜିଲ୍ଳାକୁ କାଳବୈଶାଖୀ ସତର୍କତା ଜାରି। ୫ ଜିଲ୍ଲାକୁ ଆରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ । ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଗଞ୍ଜାମ, କନ୍ଧମାଳ, କଟକ ଜିଲ୍ଲାରେ ପବନ ସହ କୁଆପଥର ବୃଷ୍ଟି ପାତ ସମ୍ଭାବନା ଥିବା ପାଣିପାଗ ବିଭାଗ ସତର୍କ କରାଇ ଦେଇଛି।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- The Ultimate Guide To Online Dating
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା