ଭୁବନେଶ୍ୱର : ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୭୦୭୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୧୮ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୫୨୫ ଜଣ ଲୋକାଲ୍ କେସ୍ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪୯ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୭୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨୯ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮୮ଜଣ, ଯାଜପୁର ଜିଲ୍ଲାରୁ ୫୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯୯ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୫୬ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୬୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ୍ ପୁଲ୍ରୁ ୮୪ଜଣ ରହିଛନ୍ତି ।
ତାଜା ଖବର
- Copine avance obese ensuite salope en francais escort aurait obtient distance cette embrasse en surfant sur douai
- Your own guide to Earnings-Contingent Installment Package (ICR)
- Taimi: incontri verso lesbiche facili e sicuri
- Is Google Assistant the smart assistant for you?
- Step three: Conserve to own a downpayment
- Con l’applicazione Badoo verso dispositivi arredamento, i servizi del abile sito di incontri sinon trasferiscono riguardo a smartphone ancora tablet
- A Solution for Remote Control From iPads and iPhones
- The dating reached its boiling-point in the “The brand new Hobbit” immediately after Butters refuted Wendy’s buddy, Lisa Berger, because of the calling the woman “fat”
- Understanding the Dynamics of Texting in Relationships
- Meet a community Connection on the Proper Ecosystem