ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

0

ଭୁବନେଶ୍ୱର  : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।  

Leave A Reply

Your email address will not be published.