ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

0

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।  ମୃତକଙ୍କ ମଧ୍ୟରେ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୮୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୬୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୧୩୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୨୭୪୫୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.