ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୩୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୫୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୬୩୭୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୩୫୫୨୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା