ରାଜ୍ୟରେ କରୋନା ନେଲା ଆଉ ୭ ଜଣଙ୍କ ଜୀବନ

0

ଭୁବନେଶ୍ୱର  : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ୮୦୫ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ

 

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୧୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୬୩୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୪୧୧୮୬୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.