ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ମହୁଲିଆ ପଂଚାୟତ ଚନ୍ଦନପୁର ଗାଁରେ ଅଘଟଣ । ସୋମବାର ଭୋର ସମୟରେ ପଦ୍ମ ପୋଖରୀରେ ପଦ୍ମଫୁଲ ତୋଳିବାକୁ ଯାଇଥିବା ବେଳେ ଜଣେ ଯୁବକଙ୍କୁ ସାପ କାମୁଡି ଦେଇଥିଲା । ସ୍ଥାନୀୟ ଲୋକ ଯୁବକଙ୍କୁ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ଚନ୍ଦନପୁର ଗାଁର କାଶୀନାଥ ପ୍ରଧାନଙ୍କ ପୁଅ ପ୍ରଶାନ୍ତ ପ୍ରଧାନ ବୋଲି ସୂଚନା ମିଳିଛି ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା