ସୁନ୍ଦରଗଡ ଜିଲ୍ଲା କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା

0

ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲା କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା । ସୁନ୍ଦରଗଡରେ ଦ୍ଵିତୀୟ ଏମ୍ସ ପ୍ରତିଷ୍ଠା ପାଇଁ କଂଗ୍ରେସ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି । ରାସ୍ତା ଘାଟ ଶୂନ ଶାନ ହେବା ସହ ଦୋକାନ ବଜାର ବନ୍ଦ ରହିଛି । ଶାନ୍ତି ସୃଙ୍ଖଳା ପାିଁ ପୋଲିସ ପକ୍ଷରୁ କଡ୍ଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଛକ ଛକରେ ଜଗିରହିଛନ୍ତି ପୋଲିସ ।

Leave A Reply

Your email address will not be published.